ପଞ୍ଚାୟତ ସ୍ତରୀୟ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପକ୍ଷରୁ କ୍ରିକେଟ ପ୍ରତିଯୋଗୀତା ଅନୁଷ୍ଠିତ
ପଞ୍ଚାୟତ ସ୍ତରୀୟ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପକ୍ଷରୁ କ୍ରିକେଟ ପ୍ରତିଯୋଗୀତା ଅନୁଷ୍ଠିତ
ବରଗଡ ଜିଲ୍ଲା ବିଜେପୁର ବ୍ଲକ ତାଲପଦର ଠାରେ ନୂଆଁ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପକ୍ଷରୁ ପଞ୍ଚାୟତ ସ୍ତରୀୟ କ୍ରିକେଟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ର ଛଅ ଟି ଦଳ ଅଂଶ ଗ୍ରହଣ କରିଥିଲେ । ଉଦଘାଟନୀ ଉତ୍ସବରେ ପଞ୍ଚାନନ ମିଶ୍ର, ପାପଟ ଲାଲ ଭୋଇ ଜି ପି ଓ ସରପଞ୍ଚ ଏ ଓ ଶିଶୁପାଲ ପେଟ, ଉମେଶ ଭୋଇ, ମନୋଜ ପ୍ରମୁଖ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ତାଲପଦର ଦଳ ବିଜୟୀ ହୋଇଥିବା ବେଳେ ବଳଣ୍ଡା ଦଳ ୱିନର ହୋଇଥିଲା ।