ହନୁମାନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ପାଇଁ ପ୍ରସ୍ତୁତି

ହନୁମାନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ପାଇଁ ପ୍ରସ୍ତୁତି
ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକ ଅନ୍ତର୍ଗତ ଜଗଲପାଟ ଠାରେ ଆସନ୍ତା ୨୫/୦୪/୨୦୨୪ ରୁ ୨୯/୦୪/୨୦୨୪ ପର୍ଯ୍ୟନ୍ତ ହନୁମାନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ତେବେ ଉକ୍ତ କାର୍ଯ୍ୟକ୍ରମରେ ରାବଣ ଦରବାର ମଧ୍ୟ ଅନୁଷ୍ଠିତ ହେବା ନେଇ ସୂଚନା ଦେଲେ ଗ୍ରାମବାସୀ ଓ ରାବଣ ଭୂମିକାରେ ନଜର କୁ ଆସିବେ ଶ୍ରୀ ନବିନ ଶାଣ୍ଢ ।

Popular posts from this blog

ଛିନ୍ଦ୍ରାପାଲି ଠାରେ ଏମ ସି ଏଲ କମ୍ପାନୀର ମନମାନି ମାଟି ପରୀକ୍ଷଣ ଉପରେ ଦାବୀ ଜଣାଇଲେ ଗ୍ରାମବାସୀ ।

ପାର୍ବତୀ ଗିରି ଅନାଥା ବୃଦ୍ଧାଶ୍ରମରେ ଝିଅର ଜନ୍ମଦିନ ପାଳନ କଲେ ଶିକ୍ଷକ ଦମ୍ପତ୍ତି ।

ଗାଇସିଲେଟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଠାରେ ଆମ ଓଡିଶା ଓ ସମ୍ବାଦ ପକ୍ଷରୁ ରଜ୍ୟ ସ୍ତରୀୟ ବାର୍ଷିକ ପ୍ରତିଯୋଗିତା ଅନୁଷ୍ଠିତ