ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କଲେ ୟୁଥ କ୍ଲବ ସଭାପତି ରଞ୍ଜନ

ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କଲେ ୟୁଥ କ୍ଲବ ସଭାପତି । ବରଗଡ଼ ଜିଲ୍ଲା ଗାଇସିଲେଟ ୟୁଥ୍ କ୍ଲବ୍ ସଭାପତି ରଞ୍ଜନ କୁମାର ପଣ୍ଡା ଶୁକ୍ରବାର ଅପରାହ୍ନ ୪ଟା ବେଳେ ଭୁବନେଶ୍ୱର ସ୍ଥିତ ରାଜ୍ୟ ଅତିଥି ଭବନ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଙ୍କୁ ସାକ୍ଷାତ କରି ଗାଇସିଲେଟ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା କୁ ନେଇ ଦାବୀ କରିବା ସହ ଆଲୋଚନା କରିଥିଲେ । ସେପଟେ ସ୍ୱାସ୍ଥ୍ୟ ମନ୍ତ୍ରୀ ମଧ୍ଯ ଶ୍ରୀ ପଣ୍ଡା ଙ୍କ ଅନୁରୋଧ କୁ ରଖି ଖୁବ୍ ଶୀଘ୍ର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ ।

Popular posts from this blog

ଛିନ୍ଦ୍ରାପାଲି ଠାରେ ଏମ ସି ଏଲ କମ୍ପାନୀର ମନମାନି ମାଟି ପରୀକ୍ଷଣ ଉପରେ ଦାବୀ ଜଣାଇଲେ ଗ୍ରାମବାସୀ ।

ପାର୍ବତୀ ଗିରି ଅନାଥା ବୃଦ୍ଧାଶ୍ରମରେ ଝିଅର ଜନ୍ମଦିନ ପାଳନ କଲେ ଶିକ୍ଷକ ଦମ୍ପତ୍ତି ।

ଗାଇସିଲେଟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଠାରେ ଆମ ଓଡିଶା ଓ ସମ୍ବାଦ ପକ୍ଷରୁ ରଜ୍ୟ ସ୍ତରୀୟ ବାର୍ଷିକ ପ୍ରତିଯୋଗିତା ଅନୁଷ୍ଠିତ